IAS ସ୍ତରରେ ଛୋଟ ଧରଣର ଅଦଳବଦଳ । ଆଜି ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। DTET (ବୈଶୟିକ ଶିକ୍ଷା ଓ ପ୍ରଶିକ୍ଷଣ)ର ନିର୍ଦ୍ଦେଶକ ଥିବା ୨୦୧୧ ବ୍ୟାଚ୍ର ଆଇଏଏସ୍ ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଏବଂ ଓଡ଼ିଶା ସିନେ ଉନ୍ନୟନ ନିଗମର ଏମ୍ଡି ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । କେ ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ସାଧାରଣ ବଣ୍ଟନ ନିଗମ MD ।
