ଆଜିର ଖବର ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। By odishadarpan March 4, 2025March 4, 2025 ଶ୍ରୀମନ୍ଦିରରେ ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଆଜିର ଖବର ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ By odishadarpan July 23, 2025July 23, 2025