ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବିଏଡ/ ଏମଏଡ /ବିଏଚଏଡ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ।ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ ପ୍ରକ୍ରିୟା ଆରମ୍ଭ ହେବ।ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ଅଧିକ ପଢନ୍ତୁ

kc ads