ଆଜିର ଖବର ଆସନ୍ତା ୨୯ ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ, ଅକ୍ଟୋବର ୮ରେ ଖୋଲିବ ଅଦାଲତ By odishadarpan September 26, 2025September 26, 2025 ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ । ଅକ୍ଟୋବାର ୮ରେ ଅଦାଲତ ଖୋଲିବ । ଏହି ଛୁଟି ସମୟ ମଧ୍ୟରେ ଜରୁରି ମାମଲାର ଶୁଣାଣି ପାଇଁ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ ।
ଆଜିର ଖବର ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା By odishadarpan February 24, 2026February 24, 2026
ଆଜିର ଖବରନୟାଗଡ ନ୍ୟୁଜ ଖବର କାଗଜ ବିତରକ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ By odishadarpan December 23, 2024December 23, 2024