ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା

ସୁପ୍ରିମକୋର୍ଟଙ୍କ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ । ଆଇନ ଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା।

ଲେକଚର ଓ ପ୍ରଫେସର ନିଯୁକ୍ତିରେ ଅସଙ୍ଗତି ରହିଥିଲା ତାହାକୁ ସୁପ୍ରିମକୋର୍ଟ ଦୂର କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ନିଯୁକ୍ତିକୁ ନେଇ ନ୍ୟାୟକି ଅସଙ୍ଗତି ଯାହା ରହିଥିଲା ତାହା ଉଠି ସାରିଛି। ଖୁବଶୀଘ୍ର କୁଳପତି ଓ ପ୍ରଫେସର ନିଯୁକ୍ତି ଆରମ୍ଭ ହେବ। ସେଥିପାଇଁ ପ୍ରସ୍ତୁତ ଅଛୁ। ଏକା ସାଙ୍ଗରେ ଏହି ଦୁଇଟି ପ୍ରକ୍ରିୟା ଆଗକୁ ଆଗେଇବ।

ଅଧିକ ପଢନ୍ତୁ

kc ads