ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ନିର୍ଦେଶାବଳୀ ପ୍ରସ୍ତୁତ ଚାଲିଛି।

ଚିଟ୍‌ ଫଣ୍ଡ କ୍ଷତିଗ୍ରସ୍ତ ଫେରି ପାଇବେ ଟଙ୍କା ଏ ନେଇ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ଟଙ୍କା ଫେରସ୍ତ ପ୍ରକ୍ରିୟା ସରଳୀକରଣ କରିବାକୁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଥିବା ଗୃହରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ପର୍ଯ୍ୟନ୍ତ ୯୬ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫କୋଟି ୯୫ଲକ୍ଷ ଟଙ୍କା ଫେରସ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।୭ଟି ଅନ୍ତରୀଣ ରିପୋର୍ଟରେ ୪ ଲକ୍ଷ ୭୨ ହଜାର ୬୫୧ ଜଣଙ୍କୁ ସୁପାରିଶ କରିଥିଲେ କମିଶନ ।

ଅଧିକ ପଢନ୍ତୁ

kc ads