ଆଜିର ଖବର ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ By odishadarpan January 17, 2026January 17, 2026 ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା । ଏବେ ବି ଗୁଳିବିନିମୟ ଜାରି ରହିଛି ।
ଆଜିର ଖବର ଝାରସୁଗୁଡ଼ା ଏମଏସପି ପ୍ଲାଣ୍ଟରେ ପୁଣି ଦୁର୍ଘଟଣା । By odishadarpan September 17, 2024September 17, 2024
ଆଜିର ଖବର ବରଗଡ଼ ନାବାଳିକାଙ୍କ ମୃତ୍ୟୁ ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା By odishadarpan August 12, 2025August 12, 2025