ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିର ଖବର । ଗୋଟିଏ ଶାବକକୁ ଜନ୍ମ ଦେଇଛି ବାଘୁଣୀ ଅଙ୍କିତା । ତୃତୀୟ ଥର ପାଇଁ ମା ହୋଇଛି ବାଘୁଣୀ ଅଙ୍କିତା । ଯାହାଦ୍ୱାରା ନନ୍ଦନକାନନରେ ମୋଟ ବାଘ ସଂଖ୍ୟା୨୮କୁ ବୃଦ୍ଧି ପାଇଛି । ଗୋଟିଏ ଶାବକକୁ ଜନ୍ମ ଦେଇଛି ବାଘୁଣୀ ଅଙ୍କିତା । କିଛି ମାସ ତଳେ ନନ୍ଦନକାନନରେ ମହାବଳ ବାଘ ସେଫ ସହିତ କରାଯାଇଥିଲା ମିଳନ ।ଏନେଇ ନନ୍ଦନକାନନର ଉପ ନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି ।
