ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣା। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏହା ଘଟିଛି।ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢୁଥିବା ଜଣାପଡିଛି।ଗଣଦୁଷ୍କର୍ମ ଅଭିଯୋଗରେ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛିା ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳ। ଅନ୍ୟ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ ।ଘଟଣାରେ ସାତରୁ ଆଠ ଜଣ ସଂପୃକ୍ତ ଥିବା ଲିଖିତ ଅଭିଯୋଗ ହୋଇଛି ।

ଅଧିକ ପଢନ୍ତୁ

Odisha Darpan Digital