ବଢୁଛି ସୁନା ଦାମ : ୯୨ ହଜାର ଟପିଲା

ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍‌ ଇଣ୍ଡିଆ ସରାଫା ଆସୋସିଏଶନ କହିଛି।ରୁପାର କିଲୋପିଛା ଦାମ୍ ୩୦୦୦ ଟଙ୍କା ବୃଦ୍ଧି ପାଇ ୧,୧୪,୦୦୦ ଟଙ୍କା ହୋଇଛି। ଗତ ତିନି ଦିନ ଭିତରେ ରୁପା ୪୦୦୦ ଟଙ୍କା ମହଙ୍ଗା ହୋଇଛି । ଏହା ପୂର୍ବରୁ ଚଳିତ ମାସ ୧୯ରେ ରୁପା ୧,୧୪,୦୦୦ ଟଙ୍କା ସ୍ତରରେ ଥିଲା ।

ଅଧିକ ପଢନ୍ତୁ

kc ads