ବୈକୁଣ୍ଠଧାମ ଆଶ୍ରମ : ଅନ୍ତରୀଣ ସୁରକ୍ଷା ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର ଘାଟିକିଆ ମୌଜା ଅନ୍ତର୍ଗତ ଖଣ୍ଡଗିରିବାରିସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ବଢିଛି ଅଡ଼ୁଆ । ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଏହା ଉପରେ ଫେବୃୟାରୀ ୩ ତାରିଖରେ କୋର୍ଟରେ ଜବାବ୍ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ। ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା ଫେବୃୟାରୀ ୩ ତାରିଖକୁ ଧାର୍ୟ୍ୟ କରିଛନ୍ତି ଉଚ୍ଚ ଅଦାଲତ।

ଅଧିକ ପଢନ୍ତୁ