ଭୁବନେଶ୍ବର ବିମାନ ବନ୍ଦରରୁ ବହୁରୂପୀ ଏଣ୍ଡୁଅ, ଗୋଧି , କିଙ୍ଗ୍ ସ୍ନେକ୍ ଓ କଇଁଛ ଜବତ

ଭୁବନେଶ୍ବର ବିମାନ ବନ୍ଦରରୁ ବହୁରୂପୀ ଏଣ୍ଡୁଅ, ଗୋଧି , କିଙ୍ଗ୍ ସ୍ନେକ୍ ଓ କଇଁଛ ଜବତ କରିଛି କଷ୍ଟମ ବିଭାଗ । ବିସ୍କୁଟ ଡ଼ବାରେ ଚାଲାଣ ହେଉଥିଲା ସାପ । ୯ଟି ସାପ ସାଙ୍ଗକୁ କଇଁଛ, ଗୋଧି ଓ ଏଣ୍ଡୁଅ ଉଦ୍ଧାର କରାଯାଇଛି । ବ୍ୟାଙ୍କକ୍‌ରୁ ଚେନ୍ନାଇ ଭାୟା ଭୁବନେଶ୍ୱର ଦେଇ ହେଉଥିଲା ଚାଲାଣ । ଚେନ୍ନାଇର ଜଣେ ଯୁବକଙ୍କୁ ଅଟକ ରଖି କଷ୍ଟମ ବିଭାଗର ପଚରାଉଚରା ଜାରି ରହିଛି । ସିଟି ଫରେଷ୍ଟର ଟିମ୍ ଜରିଆରେ ତଦନ୍ତ ଜାରି ରହିଛି । ସେ ବିକ୍ରି ପାଇଁ ପାଇଁ ଲଗେଜରେ ଭର୍ତ୍ତି କରି ଆଣିଥିଲେ ।

ଅଧିକ ପଢନ୍ତୁ

kc ads