ମିଳିଲା ଲୁଟ ହୋଇଥିବା ବିସ୍ଫୋରକ ।ବନ୍ଧୁକ ମୁନରେ ଲୁଟିଥିଲେ ମାଓବାଦୀ

ବାଙ୍କୋ ଅଞ୍ଚଳରୁ ୪ ଟନ୍ ବିସ୍ଫୋରକ ଲୁଟ ଘଟଣା । ମିଳିଲା ଲୁଟ ହୋଇଥିବା ବିସ୍ଫୋରକ । ଲୁଟ୍ ବିସ୍ଫୋରକରୁ ୭୦ % ଅଧିକ ମିଳିଛି । ଝାଡ଼ଖଣ୍ଡ ସୀମାନ୍ତ ସିଂହଭୂମ ତିରିଲପୋଷରୁ ମିଳିଲା ବିସ୍ଫୋରକ ।ସୁନ୍ଦରଗଡ଼ ବଡ଼ଗାଁରୁ ଆସୁଥିବା ବିସ୍ଫୋରକ ବୋଝେଇ ଗାଡ଼ି ଆସୁଥିବା ବେଳେ ଗତ ୨୭ ତାରିଖ ଦିନ ଲୁଟ୍‌ ହୋଇଥିଲା। ଗାଡ଼ି ସହ ଲୁଟ୍‌ ହୋଇଥିବା ପ୍ରାୟ ୪ ଟନ୍‌ ବିସ୍ଫୋରକର ମୂଲ୍ୟ ଦେଢ଼ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଆକଳନ କରାଯାଇଛି। ଗାଡ଼ିକୁ ଅଜ୍ଞାତ ୩୦ରୁ ୪୦ ଜଣ ଲୁଟିଥିବା କୁହାଯାଉଥିବାବେଳେ ସେମାନେ ମାଓବାଦୀ ହୋଇଥିବା ସନ୍ଦେହ କରାଯାଉଛି।

ଅଧିକ ପଢନ୍ତୁ

kc ads