ରେକର୍ଡ ଭାଙ୍ଗିଲା ସୁନା ଦର

ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୯୦ ହଜାର ଛୁଇଁଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୦ ହଜାର ୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୫୦୦ ଟଙ୍କାକୁ ପହଞ୍ଚିଛି ।ଅନ୍ୟପଟେ ରୁପା କିଲୋ ୧୧୦୦ ଟଙ୍କା ବଢ଼ି ୧ ଲକ୍ଷ ୧୩ ହଜାର ଟଙ୍କା ହୋଇଛି। ଗତକାଲି ଏହା ୧୧,୧୯୦ ଟଙ୍କା ଥିଲା । ଏଥିରେ ମଧ୍ୟ ୧୧୦ ଟଙ୍କା ବୃଦ୍ଧି ହୋଇଛି ।

ଅଧିକ ପଢନ୍ତୁ

kc ads