ଶିକାରୀଙ୍କୁ ଧରିବ ଏ ଆଇ କ୍ୟାମେରା।

ଶିକାରୀଙ୍କୁ ଧରିବ ଏ ଆଇ କ୍ୟାମେରା। ଶିକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଓ ଗତିବିଧିକୁ ନଜର ରଖିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ଆଣିଛି ଏଆଇ କ୍ୟାମେରା। ବର୍ତମାନ ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଓ ରାଉରକେଲାରେ କ୍ୟାମେରା ଲଗାଯାଇଛି। ହେଲେ ଖୁବ୍‌ ଶ୍ରୀଘ୍ର ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି। ଏପରିକି ଜଙ୍ଗଲ ଦେଇ ଯାଇଥିବା ରେଳ ଲାଇନରେ ମଧ୍ୟ ଏଆଇ କ୍ୟାମେରା ଲାଗିବ।ଜଙ୍ଗଲ ଭିତରେ ଅସାମାଜିକ କାର୍ଯ୍ୟ ରୋକିବା ପାଇଁ ଏହି କ୍ୟାମେରା କାମ କରିବ।

ଅଧିକ ପଢନ୍ତୁ