ସୁନ୍ଦରଗଡ଼ ଚୋରା କୋଇଲା ଖଣି ଦୁର୍ନିତୀର ଖୋଳତାଡ଼

ସୁନ୍ଦରଗଡ଼ ଚୋରା କୋଇଲା ଖଣି ଦୁର୍ନିତୀର ତଦନ୍ତ ପାଇଁ ପହଞ୍ଚିଲା ଭିଜିଲାନ୍ସ ଏସ୍‌ଆଇଟି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗୋପାଳପୁର ଫରେଷ୍ଟ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଥିବା ଚୋରା କୋଇଲା ଖଣିର ତଦନ୍ତ କରିଛନ୍ତି ଏସ୍‌ଆଇଟି ।ରାଜ୍ୟ ସରକାରଙ୍କ ଖଣି ବିଭାଗର ସ୍ବତନ୍ତ୍ର ଟିମ୍ ତଦନ୍ତ କରିବା ଫେରିବା ପରେ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବା ପାଇଁ ଭିଜିଲାନସକୁ ନିର୍ଦ୍ଦେଶ ଦେଇଥିଲେ ।

ଅଧିକ ପଢନ୍ତୁ

kc ads