ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ।

ଆସନ୍ତା କାଲି ଓଡିଶା ଆସିବାର ଥିଲା ଗୃହମନ୍ତ୍ରୀ ଅମିତ୍ ଶାହା । ହେଲେ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି । ଅମିତଶାହା୨୮ ତାରିଖ ସାରେ ଭୁବନେଶ୍ବର ଆସିବେ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଥିଲେ । ଏହା ସହ ସେ ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଥିଲେ। କଳିଙ୍ଗ ଷ୍ଟାଡିୟମ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଶାହ ବୋଲି ସେ କହିଥିଲେ।ସୂଚନା ମୁତାବକ ପୂର୍ବତନ ମନମୋହନ ସିଂଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି । ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ କରିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital