ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ଜ୍ଞାନପୀଠ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର। ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ଜ୍ଞାନପୀଠ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଂସ୍କୃତ ବିଶାରଦ ଓ ଅଧ୍ୟାତ୍ମିକ ଗୁରୁ ହେଉଛନ୍ତି ସ୍ୱାମୀ ରାମଭ୍ରଦାଚାର୍ଯ୍ୟ।ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ଏବଂ ବିଶିଷ୍ଟ ଉର୍ଦ୍ଦୁ କବି ଏବଂ ଗୀତିକାର ଗୁଲଜାରଙ୍କୁ ୨୦୨୩ ପାଇଁ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରାଯାଇଛି। ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ପୁରସ୍କାର ଗ୍ରହଣ କରି ଖୁସି ବ୍ୟକ୍ତ କରି କହିଛନ୍ତି ଯେ ତାଙ୍କର ସାହିତ୍ୟିକ କାର୍ଯ୍ୟକୁ ସ୍ୱୀକୃତି ମିଳିଛି।

ଅଧିକ ପଢନ୍ତୁ

kc ads