ଅକ୍ଟୋବର ୧୮ରେ ଖୋଲିବ ଶିମିଳିପାଳ

ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଖୋଲିବାକୁ ଯାଉଛି ଶିମିଳିପାଳ ଅଭୟାରଣ୍ୟ । ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ। ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା କିନ୍ତୁ ଏବେ କଟକଣା ହଟିଯାଇଛି । ଏନେଇ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଦିଆଯାଇଛି । ଏବେ କଟକଣା ହଟିବା ପରେ ସହଜ ଏବଂ ସୁବିଧାରେ ପର୍ଯ୍ୟଟକମାନେ ଶିମିଳିପାଳ ବୁଲି ଏହାର ମଜା ନେଇପାରିବେ।

ଅଧିକ ପଢନ୍ତୁ

Odisha Darpan Digital