ଆଜିର ଖବର ଅଗଷ୍ଟ ୧୨ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି By odishadarpan August 8, 2024August 8, 2024 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜିର ଖବର ସମ୍ ହସ୍ପିଟାଲ୍ରେ ବ୍ରେନ ଡେଡ୍ଙ୍କ ଯକୃତ ଦେଲା ନୂଆ ଜୀବନ By odishadarpan September 9, 2025September 9, 2025
ଆଜିର ଖବର ଜିଲ୍ଲା ପ୍ରଶାସନ ପକ୍ଷରୁ ଭଗବାନ ବିର୍ଷା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ। By odishadarpan November 15, 2024November 15, 2024