ଅନ୍ତୋଦୟ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀଙ୍କୁ ସାମିଲ କରାଯିବ ।

ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ବଡ଼ ଘୋଷଣା କରିଛନ୍ତି । ସରକାରଙ୍କ ଘୋଷଣା ମୁତାବକ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ଆଉ ୫ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ବଣ୍ଟନ କରାଯିବ ।ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଥିଲା । ମେ’ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ଆବାସ ସର୍ଭେ ଚାଲିବ ବୋଲି କହିଲେ ମନ୍ତ୍ରୀ ।ଅନ୍ତଦ୍ୱୟ ଗୃହ ଯୋଜନାରେ ଆଉ ୧ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯିବ ।

ଅଧିକ ପଢନ୍ତୁ

kc ads