ଆଇଏଏସ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର।

ଆଇଏଏସ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ସେହିପରି ଅବସରପ୍ରାପ୍ତ ଆଇପିଏସ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟର ବରିଷ୍ଠ ଆଇନଜୀବୀ କଳ୍ପନା ପଟ୍ଟନାୟକ, ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳଙ୍କୁ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି ।

ଅଧିକ ପଢନ୍ତୁ

kc ads