ଆଇଏଏସ ସ୍ତରରେ ବଡ଼ ଧରଣର ଅଦବଦଳ

ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ‌ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। ରିଲି କୁମାରୀ ଲୁଲୁ ରାଜସ୍ୱ ବିଭାଗର ଯୁଗ୍ମ ସଚିବ। ବିଏସଏଫ ସଭାପତି ପଦ ବଜାୟ ରଖିଲେ ଶ୍ରୀକାନ୍ତ ତରାଇ।ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅଧିକ ପଢନ୍ତୁ