ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଡି.କେ. ସିଂ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।ଯାଜପୁର, କେନ୍ଦ୍ରାପଡା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ । ବାଲେଶ୍ୱର , ମୟୁରଭଞ୍ଜ କେଉଁଝରର ବନ୍ୟା ପ୍ରଭାବିତ ଅଞ୍ଚଳ ମଧ୍ୟ ବୁଲି ଦେଖିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital