ଆଜିଠାରୁ ୬ ଗ୍ରହ ଏକ ସରଳ ରେଖାରେ ରହିବେ

ଆସନ୍ତା ଜାନୁଆରୀ ୨୧ରୁ ୩୧ ପର୍ଯ୍ୟନ୍ତ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ସୌର ଜଗତରେ ମଙ୍ଗଳ, ଶୁକ୍ର, ବୃହସ୍ପତି, ଶନି, ନେପଚୁନ୍ ଓ ୟୁରେନସ୍ ସମେତ ୬ଟି ଗ୍ରହଙ୍କୁ ନେଇ ବିରଳ ମହାଜାଗତିକ ଦେଖାଯିବ। ଏକ ସରଳ ରେଖାରେ ଦୃଶ୍ୟମାନ ହେବେ। ମଙ୍ଗଳ, ଶୁକ୍ର, ବୃହସ୍ପତି ଓ ଶନିକୁ ଲୋକେ ଖାଲିଆଖିରେ ଦେଖିପାରିବେ। ସେହିପରି ଦୂରବୀକ୍ଷଣ ଏବଂ ଟେଲିସ୍କୋପ ମାଧ୍ୟମରେ ନେପଚୁନ ଓ ୟୁରେନସ ଦୃଶ୍ୟମାନ ହେବେ। ସାଧାରଣ ଲୋକେ ଯେପରି ଏହି ବିରଳ ଦୃଶ୍ୟକୁ ଦେଖିପାରିବେ ସେଥିପାଇଁ ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସବୁଦିନ ସନ୍ଧ୍ୟା ସାଢ଼େ ୫ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ଏଭଳି ବିରଳ ଦୃଶ୍ୟ ଦେଖିପାରିବେ

ଅଧିକ ପଢନ୍ତୁ

Odisha Darpan Digital