ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ।ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ପୂର୍ତ୍ତ, ଜଳସମ୍ପଦ, ନଗର ଉନ୍ନୟନ ଏବଂ ଆଇନ ବିଭାଗର ପ୍ରସ୍ତାବ ଆସିପାରେ ବୋଲି ଅନୁମାନ କରାଯାଉଛି ।

ଅଧିକ ପଢନ୍ତୁ