ଆଜି ଭାରତୀୟ ବଜାରରେ ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୬୮୦ ଟଙ୍କା ରହିଛି । ୨୨ କ୍ୟାରେଟ ସୁନା ଦର ୯୦ ହଜାର ୪୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୬୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୪୫୦ ଟଙ୍କାକୁ ପହଞ୍ଚିଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୧,୦୦୦ ଟଙ୍କା ହୋଇଛି ।

ଅଧିକ ପଢନ୍ତୁ

Odisha Darpan Digital