ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୨,୨୨୦ ଟଙ୍କା ରହିଛି । ଗତକାଲି ୧,୦୧,୪୦୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୩,୭୦୦ ଟଙ୍କା ରହିଛି । ଗତକାଲି ୯୨,୯୫୦ ଟଙ୍କା ଥିଲା । ଏଥିରେ ୭୫୦ ଟଙ୍କା ବୃଦ୍ଧି ହୋଇଛି ।୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୬,୬୭୦ ଟଙ୍କା ରହିଛି । ଗତକାଲି ୭୬,୦୫୦ ଟଙ୍କା ଥିଲା । ଏଥିରେ ୬୨୦ ଟଙ୍କା ବୃଦ୍ଧି ହୋଇଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୫ ,୦୦୦ ଟଙ୍କା ହୋଇଛି ।
