ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।

ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ନ ୫ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

ଅଧିକ ପଢନ୍ତୁ

Odisha Darpan Digital