ଆଜି ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିବ । କ୍ୟାବିନେଟ୍ ବୈଠକରେ ପ୍ରାୟ ୮ରୁ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି।

ଅଧିକ ପଢନ୍ତୁ

kc ads