ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। । ବିଭିନ୍ନ ବିଭାଗ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଥିବାରେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।

ଅଧିକ ପଢନ୍ତୁ

kc ads