ଆଜି ହେବ କାଳବୈଶାଖୀ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହୋଇପାରେ ଝଡ଼ ବର୍ଷା

ଆଜି କାଳବୈଶାଖୀର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବ‌ହିବାର ସମ୍ଭାବନା ଅଛି।

ଅଧିକ ପଢନ୍ତୁ