ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ। ଛତିଶଗଡ଼ ଗରିଆବନ୍ଧ ଏସ୍‌ପିଙ୍କ ପାଖରେ ଆତ୍ମସମର୍ପଣ କରିଥିବା ନେଇ ମିଳିଛି ସୂଚନା। ଧରାଇଦେବାକୁ ପ୍ରତ୍ୟେକଙ୍କ ପାଇଁ ୧ ଲକ୍ଷ ଲେଖାଏଁ ପୁରସ୍କାର ଥିଲା।
ସମସ୍ତ ନକ୍ସଲ ଗତ ୫ ବର୍ଷରୁ ୮ ବର୍ଷ ପର୍ଯ୍ୟନ୍ତ ସଂଗଠନ ସହ ଜଡ଼ିତ ଥିଲେ। ଏମାନେ ବଡ ବଡ଼ମାଓ ନେତାଙ୍କ ସହ ମଧ୍ୟ କାମ କରିଥିବା ସ୍ବୀକାର କରିଥିଲେ। ପୁଲିସ ଉପରେ ଆକ୍ରମଣ କରିବା ସହ ଲୋକଙ୍କୁ ମାରପିଟ, ଲୁଟପାଟ, ଲ୍ୟାଣ୍ଡମାଇନ ଖଞ୍ଜିବା ଇତ୍ୟାଦି ହିଂସାରେ ଜଡ଼ିତ ଥିବା ସ୍ବୀକାର କରିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital