ଆସନ୍ତା ବର୍ଷ ଜାନୁଆରୀ, ଫେବ୍ରୁଆରୀରେ ହେବ ପଞ୍ଚାୟତ ଓ ପୌର ନିର୍ବାଚନ

ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି ।ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଘରକୁ ଘର ବୁଲି ହେବ ଭୋଟର୍ ସର୍ଭେ ।ଆସନ୍ତା ମାର୍ଚ୍ଚ ସୁଦ୍ଧା ସରିବ ଭୋଟର ସର୍ଭେ । ଜନଗଣନା ପାଇଁ ମାସେ ବିଳମ୍ବିତ ହୋଇପାରେ ଭୋଟର୍ ସର୍ଭେ ।SIR ସହ ଏହି ସର୍ଭେର କୌଣସି ସମ୍ପର୍କ ନାହିଁ । ଆବଶ୍ୟକସ୍ଥଳେ ବୁଥ୍ ପୁନର୍ଗଠନ ହୋଇପାରେ । ଭୋଟରଙ୍କ ନିକଟରେ ହିଁ ବୁଥ୍ ବ୍ୟବସ୍ଥା କରାଯିବାର ପ୍ରାଥମିକ ଲକ୍ଷ୍ୟ ରହିଛି ।

ଅଧିକ ପଢନ୍ତୁ