ଆସନ୍ତାକାଲି ପ୍ରକାଶ ପାଇବ ଯକ୍ତ ୨ ପରୀକ୍ଷା ଫଳ

ଓଡ଼ିଶା ଯୁକ୍ତ ୨ ପରୀକ୍ଷା ଫଳ ଆସନ୍ତାକାଲି ଅର୍ଥାତ୍ ମେ ୨୧, ୨୦୨୫ରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇ କହିଛନ୍ତି ଯେ, ଫଳ ପ୍ରକାଶନ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ଏବଂ ଆଉ କୌଣସି ବିଳମ୍ବ ହେବ ନାହିଁ।ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ www.chseodisha.nic.in ଏବଂ http://orissaresults.nic.in ୱେବ୍‌ସାଇଟ୍‌ରେ ଦେଖିପାରିବେ।

ଅଧିକ ପଢନ୍ତୁ

kc ads