ଆସନ୍ତାକାଲି ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଆସନ୍ତାକାଲି ଅର୍ଥାତ ୨୪ ତାରିଖ ଗୁରୁବାର ଦିନ ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ଚିତାଲାଗି ଅମାବାସ୍ୟା ନୀତି ଯୋଗୁଁ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ।ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ। ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ଚିତାଲାଗି ହୋଇଥାଏ । ତେବେ ଏହି ସମୟ ପୂର୍ବରୁ କିମ୍ବା ପରେ ଆପଣ ଜଗା ଦର୍ଶନ କରିପାରିବେ। ଏହି ସମୟରେ ଗୁପ୍ତ ନୀତି ଯୋଗୁଁ ମନ୍ଦିର ବନ୍ଦ ରହିବ

ଅଧିକ ପଢନ୍ତୁ

kc ads