ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଏନେଇ ସୂଚନା ଦେଇଛି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ।ସୂଚନାରେ କୁହାଯାଇଛି ଯେ, ଆସନ୍ତା ସୋମବାର ଅଗଷ୍ଟ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ।

ଅଧିକ ପଢନ୍ତୁ