ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାସନ କାର୍ଡ ଇ-କେୱାଇସି କରିବାର ଶେଷ ଅବଧି

ରାସନ୍‌କାର୍ଡ ଇ-କେୱାଇସି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ କରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ସୂଚନା ଅନୁସାରେ ଇ-କେୱାଇସି ପାଇଁ ରାସନ ହିତାଧିକାରୀଙ୍କ ପାଖରେ ଆଉ ମାତ୍ର ୪ ଦିନ ସମୟ ରହିଛି। ୧୫ ତାରିଖ ଭିତରେ ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ସରେଣ୍ଡର ନକଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।ଆଉ ଯେଉଁମାନେ ଇକେୱାଇସି ନ କରିବେ ତାହା ସରେଣ୍ଡର କରାଗଲା ବୋଲି ଧରି ନିଆଯିବ । ସେହି ଜାଗାରେ ନୂଆ ଲୋକଙ୍କୁ ରାସନ କାର୍ଡ ଦିଆଯିବ ।

ଅଧିକ ପଢନ୍ତୁ