ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ । ମୌସୁମୀ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ । ଆସନ୍ତା ୧୮ରୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ ା ସୂଚନାଥାଉକି ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ବିଧାନସଭା ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନ ।ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି । ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି । ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।
