ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା ।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ୬ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।

କେନ୍ଦୁଝର, ଗଞ୍ଜାମଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେରାପୁଟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଜଗତସିଂହପୁର, ନୟାଗଡ଼, କଟକ, ଖୋର୍ଦ୍ଧାରେ ଘନ କୁହୁଡି ଆଶଙ୍କା । ୮ ତାରିଖ ଯାଏଁ ୪ ଜିଲ୍ଲାକୁ ଘନ କୁହୁଡି ନେଇ ଚେତାବନୀ ।

ଅଧିକ ପଢନ୍ତୁ