ଆଜିର ଖବର ଆସନ୍ତା ୨୯ ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ, ଅକ୍ଟୋବର ୮ରେ ଖୋଲିବ ଅଦାଲତ By odishadarpan September 26, 2025September 26, 2025 ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ । ଅକ୍ଟୋବାର ୮ରେ ଅଦାଲତ ଖୋଲିବ । ଏହି ଛୁଟି ସମୟ ମଧ୍ୟରେ ଜରୁରି ମାମଲାର ଶୁଣାଣି ପାଇଁ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ ।
ଆଜିର ଖବର ଦିଲ୍ଲୀ ବାସଭବନ ନେଇ ସରକାରଙ୍କୁ ଘେରିଲା ବିଜେଡି By odishadarpan December 17, 2025December 17, 2025
ଆଜିର ଖବର ହିତାଧିକାରୀଙ୍କ ଖାତାକୁ ଗଲା ଷଷ୍ଠ ପର୍ଯ୍ୟାୟ ସୁଭଦ୍ରା ଟଙ୍କା By odishadarpan April 24, 2025April 24, 2025