ଆଜିର ଖବର ଆସନ୍ତା ୨୯ ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ, ଅକ୍ଟୋବର ୮ରେ ଖୋଲିବ ଅଦାଲତ By odishadarpan September 26, 2025September 26, 2025 ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ । ଅକ୍ଟୋବାର ୮ରେ ଅଦାଲତ ଖୋଲିବ । ଏହି ଛୁଟି ସମୟ ମଧ୍ୟରେ ଜରୁରି ମାମଲାର ଶୁଣାଣି ପାଇଁ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ ।
ଆଜିର ଖବର ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଦାୟିତ୍ଵ By odishadarpan December 18, 2024December 18, 2024