ଆସାମ ପରି ଓଡ଼ିଶାରେ ମଧ୍ୟ ବନ୍ଦ ହେବ ଗୋହତ୍ୟା, ଗୋ ମାଂସ ଓ ଗୋଚାଲାଣ ।

ଗୋ ହତ୍ୟା ବନ୍ଦ ପାଇଁ ଆସିବ ଆଇନ । ଆସାମ ପରି ଓଡିଶାରେ ବି ବନ୍ଦ ହେବ ଗୋ ହତ୍ୟା । ଏହାସହ ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ ।ଗୋ ଚାଲାଣ ଓ ଗୋ ହତ୍ୟା ଉପରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ଅଛି । ଚଳିତ ବିଧାନସଭା ଅଧିବେଶନରେ କିଛି ପ୍ରାଇଭେଟ୍ ବିଲ ଆସିବାକୁ ଯାଉଛି । ଏଥିରେ ଗୋ ହତ୍ୟା ନେଇ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ