ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୦,୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୧,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୦,୨୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୧,୧୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ୯୯,୮୫୦ ଟଙ୍କା ଥିଲା । ଏଥିରେ ୧,୨୫୦ ଟଙ୍କା ବୃଦ୍ଧି ହୋଇଛି ।୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୮୨,୭୨୦ ଟଙ୍କା ରହିଛି । ଗତକାଲି ୮୧,୭୦୦ ଟଙ୍କା ଥିଲା । ଏଥିରେ ୧,୦୨୦ ଟଙ୍କା ବୃଦ୍ଧି ହୋଇଛି ।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୦,୦୦୦ ଟଙ୍କା ହୋଇଛି ।
