ଆଜିର ଖବର ଓଡ଼ିଶାରେ ମୁକ୍ତିଲାଭ କରିଥିବା ପାଞ୍ଚଟି ସିନେମା ହେବ ଟାକ୍ସ ଫ୍ରି By odishadarpan August 21, 2025August 21, 2025 ଓଡ଼ିଶାରେ ମୁକ୍ତିଲାଭ କରିଥିବା ୫ଟି ସିନେମାର କର ଫେରସ୍ତ ହେବାକୁ ନିଷ୍ପତ୍ତି ହୋଇଛି । ୩ ହିନ୍ଦୀ ସିନେମା ସମେତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଓ ‘ଡେଲିଭରୀ ବଏ’ ସିନେମାକୁ ମିଳିବ ପ୍ରତିପୂରଣ ରାଶି ।ଏନେଇ ସିଟି ଜିଏସଟି କମିଶନର ଓ ଅର୍ଥ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।
ଆଜିର ଖବର ନିର୍ବାଚନରେ ଏଆଇ ଫଟୋ ଓ ଭିଡିଓ ଅପବ୍ୟବହାର ଉପରେ ଲାଗିବ ରୋକ୍ By odishadarpan October 25, 2025October 25, 2025
ଆଜିର ଖବର ମାଟ୍ରିକ ପରୀକ୍ଷା ଦେବାକୁ ଯିବା ବେଳେ ଚାଲିଗଲା ପରୀକ୍ଷାର୍ଥୀଙ୍କ ଜୀବନ । By odishadarpan March 6, 2025March 6, 2025