ଓଡିଶା ପୋଲିସ ସବ୍‌ଇନ୍ସପେକ୍ଟର ନିଯୁକ୍ତି ମାମଲା । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ

ହାଇକୋର୍ଟରେ ଓଡିଶା ପୋଲିସ ସବ୍‌ଇନ୍ସପେକ୍ଟର ନିଯୁକ୍ତି ମାମଲା । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲୋ ସରକାର । ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ ଏଜି ପୀତାମ୍ବର ଆଚାର୍ଯ୍ୟ । କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ। ୨୦୧୮ ଠାରୁ SI ନିଯୁକ୍ତି ବନ୍ଦ ଥିବାରୁ ବୟସ କୋହଳ ପିଟିସନ କରିଥିଲେ।

ଅଧିକ ପଢନ୍ତୁ

kc ads