କଟକରେ ପ୍ରଥମ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାର ସୂଚନା

କଟକରେ ପ୍ରଥମ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ହୋଇଥିବା ଟେଷ୍ଟରୁ ଜଣା ପଡିଛି । ସେ ଗତ କିଛି ଦିନ ଧରି ଥଣ୍ଡାଜ୍ୱରରେ ପୀଡ଼ିତ ଥିଲେ । କୋଭିଡ ଟେଷ୍ଟ୍‌ କରାଇବାରୁ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ
ଜେଏନ୍‌ ଡଟ୍‌ ୱାନ୍‌ ହେଉଛି ଓମିକ୍ରନର ଉପପ୍ରଜାତି । ଯାହାର ଲକ୍ଷଣ କରୋନାର ଅନ୍ୟ ପ୍ରଜାତି ପରି ରହିଛି ତେବେ ଆଗକୁ ଏହାର ସଂଖ୍ୟା ଦ୍ରୁତ ଗତିରେ ବଢ଼ିବା ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି । ମେ ୨୦ ତାରିଖରେ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ କୋଭିଡ୍‌-୧୯ରେ ହୋଇଛି ।

ଅଧିକ ପଢନ୍ତୁ

kc ads