ଆଜିର ଖବର କୋଭିଡରେ ପ୍ରାଣ ହରାଇଛନ୍ତି ୫୦ ଜଣ ସାମ୍ବାଦିକ । By odishadarpan March 20, 2025March 20, 2025 କୋଭିଡରେ ପ୍ରାଣ ହରାଇଛନ୍ତି ୫୦ ଜଣ ସାମ୍ବାଦିକ । ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ସର୍ୱାଧିକ ଗଂଜାମରୁ ୧୦, ଖୋଦ୍ଧା ଓ ଭୁବନେଶ୍ୱରରୁ ୮ ଜଣ । ସୁନ୍ଦରଗଡରେ ୪ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ୫୦ରୁ ୪୯ ଜଣଙ୍କୁ ମୃତ୍ୟୁକାଳୀନ ସହାୟତା ରାଶି ମିଳିଛି ।
ଆଜିର ଖବର ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ଜାଳିଦେଲେ ଜ୍ବାଇଁ By odishadarpan November 25, 2024November 25, 2024
ଆଜିର ଖବର ୨୭ରୁ ବିଧାନସଭା ଶୀତ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ By odishadarpan November 22, 2025November 22, 2025