ଆଜିର ଖବର କୋଭିଡରେ ପ୍ରାଣ ହରାଇଛନ୍ତି ୫୦ ଜଣ ସାମ୍ବାଦିକ । By odishadarpan March 20, 2025March 20, 2025 କୋଭିଡରେ ପ୍ରାଣ ହରାଇଛନ୍ତି ୫୦ ଜଣ ସାମ୍ବାଦିକ । ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ସର୍ୱାଧିକ ଗଂଜାମରୁ ୧୦, ଖୋଦ୍ଧା ଓ ଭୁବନେଶ୍ୱରରୁ ୮ ଜଣ । ସୁନ୍ଦରଗଡରେ ୪ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ୫୦ରୁ ୪୯ ଜଣଙ୍କୁ ମୃତ୍ୟୁକାଳୀନ ସହାୟତା ରାଶି ମିଳିଛି ।
ଆଜିର ଖବର ମଡେଲ ଡିଗ୍ରୀ କଲେଜରେ ଇଂରାଜୀ ସମ୍ମାନ ଖୋଲିବା ଓ ଖେଳପଡ଼ିଆ By odishadarpan September 19, 2024September 19, 2024
ଆଜିର ଖବର ବାଲି ଓ ଚକୋଲେଟ୍ରେ ବିଶ୍ୱର ସବୁଠୁ ବଡ଼ ସାନ୍ତାକ୍ଲଜ୍ By odishadarpan December 25, 2024December 25, 2024