କାମଧେନୁ ଯୋଜନାରେ କୃଷକଙ୍କୁ ମିଳିବ ୨ଟି ଗାଈ- ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ

କୃଷି ଭବନରେ ଦୁଇ ଦିନ ଧରି ଚାଲିଥିବା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ଶେଷ ହୋଇଛି ।ଘରେ ଘରେ ପହଞ୍ଚିବ ଓମଫେଡ କ୍ଷୀର ଓ ପାଉଡର । କାମଧେନୁ ଯୋଜନାରେ କୃଷକଙ୍କୁ ମିଳିବ ୨ଟି ଗାଈ । ଗାଈର ମୂଲ୍ୟ ୨ ଲକ୍ଷ ୩୦ ହଜାର । ୭୦ ପ୍ରତିଶତ ସବସିଡି ମିଳିବ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।କୃଷି ଭବନରେ ଦୁଇ ଦିନ ଧରି ଚାଲିଥିବା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ଶେଷ ହୋଇଛି ।ଘରେ ଘରେ ପହଞ୍ଚିବ ଓମଫେଡ କ୍ଷୀର ଓ ପାଉଡର । କାମଧେନୁ ଯୋଜନାରେ କୃଷକଙ୍କୁ ମିଳିବ ୨ଟି ଗାଈ । ଗାଈର ମୂଲ୍ୟ ୨ ଲକ୍ଷ ୩୦ ହଜାର । ୭୦ ପ୍ରତିଶତ ସବସିଡି ମିଳିବ । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ।

ଅଧିକ ପଢନ୍ତୁ

Odisha Darpan Digital